Meaning : ପତ୍ରକୁ ଯୋଡ଼ି ତିଆରି କରାଯାଇଥିବା ଏକ ବଡ଼ ଗୋଲାକାର ଆଧାର ଯାହାଉପରେ ଖାଇବାପାଇଁ ଖାଦ୍ୟ ବଢ଼ାଯାଏ
Example :
ସମାରୋହରେ ସମସ୍ତ ଆଗନ୍ତୁକ ପଙ୍ଗତରେ ବସି ଖଲିପତ୍ରରେ ଖାଉଥିଲେ
Synonyms : ଖଲିପତ୍ର
Translation in other languages :
Meaning : କାଗଜ ଭଳି ପତଳା ଧାତୁର ଫଳକ
Example :
ସେ ତାମ୍ବପତ୍ରରେ ଲକ୍ଷ୍ମୀ ଯନ୍ତ୍ର ତିଆରିକଲେ
Translation in other languages :
Meaning : ଲେଖା ହୋଇଯାଇଥିବା କାଗଜ ଆଦି ବିଶେଷତଃ ଯେଉଁଥିରେ କୌଣସି ବିଷୟ ସମ୍ବନ୍ଧିତ କିଛି ଗୁରୁତ୍ୱପୂର୍ଣ୍ଣ କଥା ଲେଖାହୋଇଥାଏ
Example :
ତାଙ୍କର ପ୍ରବେଶ ପତ୍ର କେଉଁଠି ହଜି ଯାଇଛି
Synonyms : କାର୍ଡ଼୍
Translation in other languages :
Meaning : ଗଛବୁଦାରେ ହେଉଥିବା ସବୁଜ ରଙ୍ଗର ପତାଳା ହାଲୁକା ଅବୟବ ଯାହା ତାହାର ଡାଳରୁ ବାହାରିଥାଏ
Example :
ସେ ବଗିଚାରେ ପଡ଼ିଥିବା ଶୁଖିଲା ପତ୍ର ଏକତ୍ର କରୁଛି
Translation in other languages :