Meaning : ଯୋଗ୍ୟତା, ସମ୍ମାନଆଦିର ସୂଚକ ଶବ୍ଦ ଯାହାକୁ କୌଣସି ନାମ ସହିତ ଯୋଡ଼ାଯାଏ
Example :
ଶ୍ୟାମଙ୍କୁ ଡକ୍ଟର ଉପାଧିରେ ସମ୍ମାନିତ କରାଗଲା
Translation in other languages :
Meaning : କୌଣସି ଅଧିକାରୀ ଆସୀନ ହୋଇଥିବା ସ୍ଥାନ ବା ପଦ
Example :
ନେତା ନିଜର ପଦବୀ ଛାଡିବାକୁ ଚାହାଁନ୍ତିନାହିଁ
Translation in other languages :
वह स्थान या पद जिस पर कोई अधिकारी आसीन हो।
नेता अपनी कुर्सी छोड़ना ही नहीं चाहते।