Meaning : କୌଣସି ବସ୍ତୁକୁ କୌଣସି ଅନ୍ୟ ଏକ ବସ୍ତୁ ଭିତରେ ଢାଳିବା
Example :
ସୀମା ଅଟାକୁ ଡବାରେ ଦାବିଦାବି କରି ଭର୍ତ୍ତି କରୁଛି
Synonyms : ଭର୍ତ୍ତି କରିବା
Translation in other languages :
Meaning : ଭରିବାକାମ ଅନ୍ୟ କାହାଦ୍ୱାରା କରାଇବା
Example :
କୃଷକ ତା ସ୍ତ୍ରୀଦ୍ୱାରା ମୁଣିରେ ଧାନ ପୂରାଉଛି
Synonyms : ପୂର୍ଣ୍ଣକରିବା, ବୋଝେଇକରିବା, ଭରିବା, ଭର୍ତ୍ତିକରିବା
Translation in other languages :