Meaning : ଗାତଆଦି ପୋତିହୋଇ ତାର ଚାରିପାଖ ସ୍ତରସହ ସମାନ ହେବା
Example :
ଆରେ! ସାମ୍ନାର ଗାତଟି କେବେ ପୋତି ହେଲା
Synonyms : ପୋତିହେବା, ଭର୍ତ୍ତିହେବା, ସମତଳ ହେବା, ସମାନ ହେବା
Translation in other languages :
Meaning : କୌଣସି ବସ୍ତୁ ଆଦିର ଖାଲି ସ୍ଥାନକୁ କୌଣସି ଅନ୍ୟ ପଦାର୍ଥରୁ ଆଣି ପୂର୍ଣ୍ଣ କରିବା
Example :
ବର୍ଷା ପାଣିରେ ପୋଖରୀ ଭର୍ତ୍ତି ହୋଇଗଲା
Synonyms : ଭର୍ତ୍ତିହେବା
Translation in other languages :
किसी वस्तु आदि के खाली स्थान का किसी और पदार्थ के आने से पूर्ण होना।
वर्षा के पानी से तलाब भर गया।