Meaning : ନୂଆ ପ୍ରସବ କରିଥିବା ଗାଈ
Example :
ନିଜ ଛୋଟ ପିଲାକୁ ଦୁଧ ପିଆଇବାପାଇଁ ଗୋପାଳ ଗୋଟିଏ ପୋରୁହାଁ ଗାଈ କିଣିଛି
Translation in other languages :
Meaning : କୌଣସି ସ୍ତ୍ରୀର ଗର୍ଭରୁ ପ୍ରଥମରେ ଜନ୍ମିଥିବା
Example :
ତାହାର ପୋରୁହାଁ ପୁଅ ବଡ଼ ଭାଗ୍ୟବାନ
Translation in other languages :