Meaning : ପଶୁ, ପକ୍ଷୀଆଦିଙ୍କୁ ନିଜ ପାଖରେ ରଖି ଖାଇବା ପିଇବାକୁ ଦେବା
Example :
କିଛି ଲୋକ ସଉକରେ କୁକୁର, ବିଲେଇ, ଶୁଆଆଦି ପୋଷନ୍ତି
Translation in other languages :
Meaning : ଭୋଜନ ଓ ବସ୍ତ୍ର ଦେଇ ଜୀବନ ରକ୍ଷା କରିବା
Example :
ପ୍ରତ୍ୟେକ ମାଁ ବାପା ନିଜନିଜର କ୍ଷମତା ଅନୁସାରେ ନିଜ ପିଲାମାନଙ୍କୁ ପାଳନ କରନ୍ତି
Synonyms : ପାଳନ କରିବା, ପାଳନପୋଷଣ କରିବା, ପାଳିବା
Translation in other languages :
भोजन, वस्त्र आदि देकर जीवन रक्षा करना।
हर माँ-बाप अपनी हैसियत के अनुसार,अपने बच्चों को पालते हैं।