Meaning : କାହାରି ଉପରେ ଭରସା ରଖିବାର କ୍ରିୟା ଯେପରିକି କୌଣସି କାମ ତାଙ୍କ ଦ୍ୱାରା ହୋଇପାରିବ ବା ହୋଇଯିବ
Example :
ପ୍ରତ୍ୟେକ ପିତାଙ୍କର ନିଜ ପୁତ୍ର ଉପରେ ଏହି ଆଶା ଥାଏ ଯେ ସେ ନିଜ ଜୀବନରେ ସଫଳ ହେଉ
Synonyms : ଆକାଂକ୍ଷା, ଆଶା, ଭରସା
Translation in other languages :
किसी पर भरोसा रखने की क्रिया कि अमुक कार्य उसके द्वारा हो सकता है या हो जायेगा।
हर पिता की अपने पुत्र से यह अपेक्षा रहती है कि वह अपने जीवन में सफल हो।