Meaning : ବାଣ୍ଟିବା ପ୍ରକ୍ରିୟା ବା ଭାବ
Example :
ସେଠ୍ଜୀ ଗରୀବଙ୍କୁ ଲୁଗାପଟା ବାଣ୍ଟିବାପରେ ଖାଦ୍ୟ ବାଣ୍ଟୁଛନ୍ତି
Translation in other languages :
The act of distributing or spreading or apportioning.
distributionMeaning : ପୂରାକରିବା ବା ଦେବାର ପ୍ରସ୍ତାବ ରଖିବା ବା କାମ ବଦଳରେ ଧନ ଦେବା
Example :
ସେ ଏହିକାମପାଇଁ ମୋତେ ତିରିଶ ହଜାର ଟଙ୍କା ଦେଉଛି
Translation in other languages :
* भुगतान करने या देने का प्रस्ताव रखना या काम के बदले धन प्रस्तुत करना।
वह इस काम के लिए मुझे तीस हजार दे रहा है।Meaning : ଉପଲବ୍ଧ ବା ସୁଲଭ କରିବା
Example :
କୁଆଡ଼େ ଯାତାୟାତ କରିବାପାଇଁ ଆମେ ବାହନ ମଧ୍ୟ ଯୋଗାଇଦେଉ ଏହି ହୋଟେଲ ବାତାନୁକୂଳିତ କକ୍ଷ ବି ଯୋଗାଇଦିଏ
Synonyms : ଉପଲବ୍ଧ କରିବା, ଯୋଗାଇଦେବା
Translation in other languages :
उपलब्ध या सुलभ कराना।
हमलोग कहीं आने-जाने के लिए वाहन भी देते हैं।Meaning : ଚାପ ବା ଡର କାରଣରୁ କୌଣସି ବସ୍ତୁ ଦେଇଦେବା
Example :
ଚୋରଉପରେ ପୋଲିସର ମାଡ଼ହେବାରୁ ସେ ସମସ୍ତ ଚୋରୀ ଜିନିଷ ଗାଳି ପକାଇଲା
Synonyms : ଗାଳି ପକାଇବା, ଦାଖଲ କରିବା, ଦେଇଦେବା, ପଇଠ କରିବା, ସମର୍ପଣ କରିବା
Translation in other languages :
Meaning : କାହାକୁ କିଛି ହସ୍ତଗତ କରାଇବା
Example :
ଅଧ୍ୟାପକ ତାକୁ ପୁରସ୍କାର ଦେଲେ
Translation in other languages :
Transfer possession of something concrete or abstract to somebody.
I gave her my money.Meaning : ମୌଖିକ ରୂପରେ ପ୍ରସ୍ତୁତ କରିବା
Example :
ଶ୍ୟାମକୁ ମଧ୍ୟ ମୋ ଶୁଭକାମନା ଜଣାଇଦେବେ ଗୁରୁଜୀ ଅନୁତ୍ତୀର୍ଣ୍ଣ ଛାତ୍ରମାନଙ୍କୁ ସାନ୍ତ୍ୱନା ଦେଉଛନ୍ତି
Synonyms : ଦେବା
Translation in other languages :
* मौखिक रूप से प्रस्तुत करना।
श्याम को मेरी भी शुभकामनाएँ दीजिए।