Meaning : ଗୋଟିଏ ପରେ ଗୋଟିଏ ଘଟୁଥିବା ଘଟଣା ବା ଲଗାତାରଭାବେ ବିଚାରଆଦିର ପ୍ରଭାବଶାଳୀ କ୍ରମ
Example :
ଏହି ଲେଖାରେ ଲେଖକଙ୍କ ବିଚାରଶକ୍ତିର ପ୍ରବାହ ରହିଛି କାବ୍ୟଗୋଷ୍ଠୀରେ କବିତାଗୁଡ଼ିକର ଧାରା ଶ୍ରୋତାମାନଙ୍କୁ ବାନ୍ଧିରଖିଥିଲା
Synonyms : ଧାରା
Translation in other languages :
Meaning : ପ୍ରବାହିତ ହେଉଥିବା ବା ପ୍ରବାହିତ ତରଳ ପଦାର୍ଥ
Example :
ନଦୀର ଧାରାକୁ ରୋକି ବନ୍ଧ ବନ୍ଧାଯାଏ
Synonyms : ଧାରା
Translation in other languages :
Meaning : ଯାହା ପ୍ରଚୁର ପରିମାଣରେ ବା ବହୁମାତ୍ରାରେ ଅଚାନକ ବା ପ୍ରଚଣ୍ଡ ରୂପରେ ବାହାରି ଆସେ
Example :
ତା ମୁହଁରୁ ବାହାରୁଥିବା ଭର୍ତ୍ସନାର ସ୍ରୋତ ବନ୍ଦ ହେଉନାହିଁ
Translation in other languages :
Meaning : ବହିବାର କ୍ରିୟା ବା ଭାବ
Example :
ସେ ପାଣି ପ୍ରବାହରେ ଭାସି ଗଲା ବର୍ଷା ଦିନରେ ନଦୀମାନଙ୍କର ପ୍ରବାହ ବଢ଼ିଯାଏ
Translation in other languages :