Meaning : ଗଛରେ ହେଉଥିବା ମାଂସାଳ ଓ ମଞ୍ଜି ଯୁକ୍ତ ବିଜକୋଷ ଯାହା କୌଣସି ବିଶିଷ୍ଟ ଋତୁରେ ଫୁଲ ଆସିବା ପରେ ଉତ୍ପନ୍ନ ହୋଇଥାଏ
Example :
ସେ ଫଳ ଦୋକାନରୁ ଏକ କିଲୋ ଆମ୍ବ କିଣିଲା
Translation in other languages :
The ripened reproductive body of a seed plant.
fruitMeaning : କୌଣସି କାର୍ଯ୍ୟ ଶେଷରେ ଏହାର ଫଳ ସ୍ୱରୂପ ହେଉଥିବା କଥା
Example :
ତାଙ୍କ କାର୍ଯ୍ୟର ପରିଣାମ ବହୁତ ଖରାପ ହେଲା
Synonyms : ପରିଣତି, ପରିଣାମ, ପ୍ରତିଫଳ
Translation in other languages :
Something that results.
He listened for the results on the radio.