Meaning : ଯେଉଁ ଫସଲ ଏବେବି ଖେତରେ ଅଛି, କଟା ହୋଇନାହିଁ
Example :
ଠିଆ ହୋଇଥିବା ଧାନ ଫସଲ ଏବେ କାଟିବା ଯୋଗ୍ୟ ହୋଇଗଲାଣି କୃଷକ ଫସଲ କାଟିବାକୁ ଗଲାଣି
Synonyms : ଠିଆ ଫସଲ
Translation in other languages :
Meaning : କ୍ଷେତରେ ଉତ୍ପନ୍ନ କରାଯାଉଥିବା ଶସ୍ୟଆଦି ଯାହା ଏବେ ଛୋଟ ଚାରା ଆକାରରେ ଲଗାଯାଇଛି
Example :
ଏ ବର୍ଷ ବର୍ଷା କମ୍ ହେବାରୁ ଧାନ ଫସଲ ଭଲ ହୋଇନାହିଁ
Synonyms : ଶସ୍ୟ
Translation in other languages :