Meaning : ବଦଳିବାର କାମ ଅନ୍ୟ କାହାଦ୍ୱାରା କରାଇବା
Example :
ଶାଢ଼ୀ ପସନ୍ଦ ନ ହେବାରୁ ସୀତା ତାକୁ ବଦଳେଇଲା
Translation in other languages :
Meaning : ଗୋଟିଏ ରୂପରୁ ଆଉ ଗୋଟିଏ ରୂପକୁ ଆଣିବା
Example :
ଏହି ଘଟଣା ପରଠାରୁ ତା ଜୀବନରେ ବହୁତ ପରିବର୍ତ୍ତନ ଆସିଛି
Synonyms : ପରିବର୍ତ୍ତନ, ପରିବର୍ତ୍ତନ ଆଣିବା, ପରିବର୍ତ୍ତନ ହେବା, ବଦଳିଯିବା
Translation in other languages :
एक रूप से दूसरे रूप में आना।
इस घटना के बाद से उसके जीवन में बहुत परिवर्तन आया है।Meaning : କିଛି କମ୍ ଅଧିକ କରି ରୂପ ବଦଳେଇବା ବା ଗୋଟିଏ ରୂପରୁ ଆଉ ଗୋଟିଏ ରୂପକୁ ଆଣିବା
Example :
ଆଧୁନିକ ଜୀବନଶୈଳୀ ସମାଜରେ ବହୁତ ପରିବର୍ତ୍ତନ କରିଛି
Synonyms : ପରିବର୍ତ୍ତନ କରିବା
Translation in other languages :
कुछ घटा-बढ़ा कर रूप बदलना या एक रूप से दूसरे रूप में लाना।
आधुनिक जीवन शैली ने समाज में बहुत परिवर्तन किया है।Change the nature, purpose, or function of something.
Convert lead into gold.Meaning : ଗୋଟିଏ ଜିନିଷ ବଦଳରେ ଆଉଗୋଟିଏ ଜିନିଷ ନେବା କିମ୍ବା ଦେବା
Example :
ରମା ନିଜର ଫ୍ରିଜ୍ ବଦଳାଇ ଦେଲା
Synonyms : ବଦଳାଇବା
Translation in other languages :