Meaning : ବାନ୍ଧିକରି ଓ କଟାକଟି କରି ଏକ ବିଶେଷ ଢଙ୍ଗରେ ବଢ଼ିବାପାଇଁ ପ୍ରବୃତ୍ତ କରିବା
Example :
କୃଷକ ପାନ ଲତାଗୁଡ଼ିକ ଅନୁବର୍ଦ୍ଧନ କରୁଛି
Synonyms : ଅନୁବର୍ଦ୍ଧନ କରିବା, ଦାୟିତ୍ୱନେବା, ବଢ଼ାଇବା, ରକ୍ଷଣାବେକ୍ଷଣ କରିବା
Translation in other languages :
* बाँधकर और कटाई-छँटाई करके एक विशेष तरीके से बढ़ने में प्रवृत्त करना।
किसान पान की लताओं का अनुवर्धन कर रहा है।Meaning : ପରିମାଣରେ ଅଧିକ କରିବା
Example :
ସେ ଭୋଜନର ପରିମାଣ ବଢ଼ାଇଦେଇଛି
Synonyms : ଅଧିକ କରାଇବା, ବୃଦ୍ଧି କରାଇବା, ବଢ଼ାଇବା
Translation in other languages :
Meaning : ବଢ଼ାଇବା କାମ ଅନ୍ୟ କାହାଦ୍ୱାରା କରାଇବା
Example :
ରହିମ ଠିକାଦାରକୁ କହି ତା ଘରେ ଏକ କୋଠରି ବଢ଼ାଇଲା
Synonyms : ପ୍ରସାରିତ କରାଇବା, ବୃଦ୍ଧି କରାଇବା, ବଢ଼ାଇବା
Translation in other languages :