Meaning : ଦୂରକୁ ଦୌଡ଼ି ନ ପଳାଇବାପାଇଁ ଦୁଇଟି ଗାଈଙ୍କ ଗୋଡ଼କୁ ପରସ୍ପର ସହିତ ବାନ୍ଧିଦେବା
Example :
ଗାଈଚରାଳି ହଇରାଣ ହେବାରୁ ଦୁଇଟିଯାକ ଦୁଷ୍ଟଗାଈଙ୍କୁ ଛନ୍ଦିଦେଲା
Synonyms : ଛନ୍ଦିବା
Translation in other languages :
Meaning : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
Example :
ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
Synonyms : ଗଣ୍ଠି ପକାଇବା, ଛନ୍ଦିବା
Translation in other languages :
Meaning : ଚୂନାଆଦିକୁ ଗୋଲାକାର ରୂପକୁ ଆଣିବା
Example :
ଭାଉଜ ବେସନ ଲଡ଼ୁ ବଳୁଛନ୍ତି
Synonyms : ଗୋଟଳା କରିବା, ବଳିବା
Translation in other languages :
चूर्ण आदि को पिंड के रूप में लाना।
भाभी बेसन के लड्डू बाँध रही हैं।