Meaning : ଜନକଲ୍ୟାଣକୁ ଆଗେଇ ଦେବା ନିମନ୍ତେ ତିଆରି ହୋଇଥିବା ଅଲଗା ଅଲଗା ପଥରେ ସାମାଜିକ,ରାଜନୈତିକ ଅଥବା ଆର୍ଥିକ ପରିବର୍ତ୍ତନକୁ ଯେ ସମର୍ଥନ କରୁଥାଏ
Example :
ବାମପନ୍ଥୀମାନେ ମଧ୍ୟ ଏହି ସମ୍ମେଳନରେ ଭାଗ ନେଲେ
Synonyms : ବାମପଂଥୀ, ବାମପନ୍ଥୀ, ବାମମାର୍ଗୀ, ଲେଫ୍ଟିଷ୍ଟ
Translation in other languages :