Meaning : ବାମମାର୍ଗର ସିଦ୍ଧାନ୍ତ ମାନୁଥିବା ବ୍ୟକ୍ତି
Example :
ବାମମାର୍ଗୀମାନେ ମାଂସ, ମଦ ଆଦି ସେବନ କରନ୍ତି
Synonyms : ବାମାଚାରୀ
Translation in other languages :
Meaning : ଯିଏ ବାମପନ୍ଥର ସପକ୍ଷରେ
Example :
ପଶ୍ଚିମ ବଙ୍ଗରେ ବାମପନ୍ଥୀଙ୍କ ସରକାର ଶାସନ କରୁଛି
Translation in other languages :
Meaning : ଜନକଲ୍ୟାଣକୁ ଆଗେଇ ଦେବା ନିମନ୍ତେ ତିଆରି ହୋଇଥିବା ଅଲଗା ଅଲଗା ପଥରେ ସାମାଜିକ,ରାଜନୈତିକ ଅଥବା ଆର୍ଥିକ ପରିବର୍ତ୍ତନକୁ ଯେ ସମର୍ଥନ କରୁଥାଏ
Example :
ବାମପନ୍ଥୀମାନେ ମଧ୍ୟ ଏହି ସମ୍ମେଳନରେ ଭାଗ ନେଲେ
Synonyms : ବାମପଂଥୀ, ବାମପନ୍ଥୀ, ବାମବାଦୀ, ଲେଫ୍ଟିଷ୍ଟ
Translation in other languages :