Meaning : ଆଗପଛ କ୍ରମରେ ଆସିବା ସୁଯୋଗ ବା ସୁବିଧା
Example :
ଶିବରାତ୍ରି ଦିନ ପ୍ରଭୁଶିବଙ୍କ ଦର୍ଶନପାଇଁ ଅଧାଘଣ୍ଟା ଛିଡ଼ାହେବାପରେ ମୋ ପାଳି ପଡ଼ିଲା
Synonyms : ପାଳି
Translation in other languages :
Meaning : ଖେଳାଳୀମାନଙ୍କୁ ବାରମ୍ବାର ମିଳୁଥିବା ସୁଯୋଗ ଯାହା କୌଣସି କାମ କରିବାରେ ବା ଖେଳିବାରେ ମିଳେ
Example :
ଏବେ ରାମର ପାଳି
Translation in other languages :