Meaning : ବାହାର କରିବା କାମ ଅନ୍ୟ କାହାଦ୍ୱାରା କରାଇବା
Example :
ଶାଶୁ ବୋହୂଉପରେ ମିଛ ଆରୋପ ଲଗାଇ ତାକୁ ଘରୁ ବାହାର କରାଇଦେଲା
Synonyms : ଅଲଗା କରାଇବା, ତଡାଇବା, ବହିଷ୍କାର କରିବା
Translation in other languages :
Meaning : କୌଣସି ସ୍ଥାନଦେଇ ନେଇଯିବା ବା ଚଲେଇବା
Example :
ଏ ବର୍ଷ ଶୋଭାଯାତ୍ରା ପ୍ରଧାନ ରାସ୍ତାଦେଇ ବାହାର କରାଗଲା
Translation in other languages :
कहीं से होकर चलाना या ले जाना।
इस वर्ष झाकियाँ मुख्य मार्ग से होकर निकाली गईं।