Meaning : ମିଶି ଯାଇଥିବା ବା ଜଡ଼ିଯାଇଥିବା ବା ଲାଗି ଯାଇଥିବା ଜିନିଷ୍ଆଦିର ଅଲଗା ହେବା
Example :
କମିଜର ବୋତାମ ବାହାରି ଯାଇଛି ବହିର ପତ୍ର ବାହାରି ପଡ଼ିଛି ଯୋଡ଼େଇ କାରଣରୁ କାନ୍ଥର ସିମେଣ୍ଟ ଖସି ଯାଇଛି
Synonyms : ଉଖାଡ଼ି ଯିବା, ଖସିଯିବା, ପୃଥକ ହେବା
Translation in other languages :