Meaning : ଆଘାତଦ୍ୱାରା କୌଣସି ବସ୍ତୁକୁ ଚେପଟା କରିବା
Example :
କମାର ଲୁହା ଉପକରଣ ତିଆରିକରିବା ସମୟରେ ତାକୁ ଗରମ କରି ପିଟିଥାଏ
Synonyms : ପିଟିବା
Translation in other languages :
Meaning : ଗୋଟିଏ ବସ୍ତୁ ଆଉ ଗୋଟିଏ ବସ୍ତୁ ଉପରେ ବାଡ଼େଇହେବା
Example :
ବସ୍ଚାଳକ ବସ୍କୁ ଗଛରେ ବାଡ଼େଇ ଦେଲା
Synonyms : ଧକ୍କାଦେବା
Translation in other languages :
Meaning : କୌଣସି ବସ୍ତୁକୁ ବଜାଇ ବା ପିଟି ଢୋ ଢୋ ଶବ୍ଦ ଉତ୍ପନ୍ନ କରିବା
Example :
ଖେତରେ ପକ୍ଷୀଙ୍କୁ ହୁରୁଡ଼ାଇବାପାଇଁ ଟିଣ ବାଡ଼ିଆହୁଏ
Translation in other languages :
किसी वस्तु को बजा या पीट कर पट-पट शब्द उत्पन्न करना।
खेत से चिड़ियों को भगाने के लिए टीन को पटपटाते हैं।Meaning : ଧଡ଼ଧଡ଼ ଶବ୍ଦ ଉତ୍ପନ୍ନ କରିବା
Example :
ସେ ଦଶ ମିନିଟ ହେଲା କବାଟ ଠକଠକ କରୁଛି
Synonyms : ଠକଠକ କରିବା, ଧକ୍କା ମାରିବା, ଧଡ଼ଧଡ଼ କରିବା
Translation in other languages :
Make short successive sounds.
rattleMeaning : ଭିତରକୁ ଗଳିବାପାଇଁ ଉପରୁ ଜୋରରେ ପିଟିବା
Example :
ରାମ ମୂର୍ତ୍ତି ଲଗେଇବାପାଇଁ କାନ୍ଥରେ କଣ୍ଟା ବାଡ଼ଉଛି
Translation in other languages :
Meaning : କାହାରି ଉପରେ ଅନ୍ୟ କିଛି ବସ୍ତୁଆଦିରେ ଆଘାତ କରିବା
Example :
ସିପାହୀ ଚୋରକୁ ଲାଠିରେ ପିଟୁଛି ସେ ପିଲାଟିକୁ ଗୋଟେ ଚଟକଣି ପକାଇଲା
Synonyms : ଚଟକଣି ଦେବା, ଚଟକଣି ପକେଇବା, ଧୁଲେଇକରିବା, ପିଟିବା, ପ୍ରହାର କରିବା, ମାରିବା
Translation in other languages :
किसी पर किसी वस्तु आदि से आघात करना।
सिपाही चोर को लाठी से मार रहा है।Meaning : ଆଘାତ କରି ଧଡ଼ଧଡ଼ ଶବ୍ଦ ଉତ୍ପନ୍ନ କରିବା
Example :
ସେ ଦଶ ମିନିଟ ହେଲା କବାଟ ଠକଠକ କରୁଛି
Synonyms : ଠକଠକ କରିବା, ଧଡ଼ଧଡ଼ କରିବା
Translation in other languages :