Meaning : ବିଛଣା, କପଡ଼ାଆଦି ଭୂମି ଉପରେ ବା କୌଣସି ସମତଳ ବସ୍ତୁଆଦି ଉପରେ ସଂପୂର୍ଣ୍ଣ ଦୂରତା ପର୍ଯ୍ୟନ୍ତ ବିସ୍ତାର କରିବା
Example :
ସେ ଖଟ ଉପରେ ଚଦର ବିଛାଇଲା
Synonyms : ବିସ୍ତାର କରିବା
Translation in other languages :
Meaning : ବିଛାଇବାର କାମ ଅନ୍ୟ କାହାଦ୍ୱାରା କରାଇବା
Example :
ଆଈ ଚାକରାଣୀଦ୍ୱାରା ବିଛଣା ବିଛାଇଲେ
Translation in other languages :
Meaning : କାହାରିକୁ ବିସ୍ତୃତ ହେବାପାଇଁ ପ୍ରବୃତ୍ତ କରିବା
Example :
ଗୀତା ଚାକରଦ୍ୱାରା ଖରାରେ କପଡ଼ା ବିଛାଉଛି
Synonyms : ବିସ୍ତାର କରାଇବା
Translation in other languages :