Meaning : ବିକ୍ରିପାଇଁ ଥିବା ମାଲ ବା ଆଉ କିଛି ବିଷୟର ସୂଚନା ଯାହା ସମସ୍ତଙ୍କୁ ବିଶେଷତଃ ପତ୍ର, ରେଡିଓ, ଏବଂ ଦୂରଦର୍ଶନଆଦି ମାଧ୍ୟମରେ ସୂଚାଇ ଦିଆଯାଏ
Example :
ଆଜିର ଖବର କାଗଜ ବିଜ୍ଞାପନରେ ଭର୍ତ୍ତି
Synonyms : ଇସ୍ତାହାର, ବିଜ୍ଞପ୍ତି
Translation in other languages :
A public promotion of some product or service.
ad, advert, advertisement, advertising, advertizement, advertizingMeaning : କୌଣସି ବିଷୟ, ମତ ବା କଥାକୁ ବହୁତ ଲୋକମାନଙ୍କ ସମ୍ମୁଖରେ ଉପସ୍ଥାପନ କରିବା କ୍ରିୟା
Example :
କମ୍ପାନୀଗୁଡ଼ିକ ଟିଭିଆଦି ମାଧ୍ୟମରେ ନିଜର ଉତ୍ପାଦନର ପ୍ରଚାର କରନ୍ତି
Synonyms : ପ୍ରଚାର
Translation in other languages :
A public promotion of some product or service.
ad, advert, advertisement, advertising, advertizement, advertizingMeaning : କାନ୍ଥଆଦିରେ ଲଗାଯାଇଥିବା ସୂଚନା ପତ୍ର ଯାହାଦ୍ୱାରା କୌଣସି ବିଷୟ ଲୋକମାନଙ୍କୁ ବତାଯାଏ
Example :
ଏହି ଫିଲ୍ମର ବିଜ୍ଞାପନ ଗଳିଗଳିରେ ଲଗାଯାଇଛି
Synonyms : ସୂଚନାପତ୍ର ପୋଷ୍ଟର
Translation in other languages :