Meaning : ମନ ଖୁସି କରିବାପାଇଁ କଥା କିମ୍ବା କାମ କରିବା
Example :
ସେ ନିଜର ସହପାଠୀମାନଙ୍କୁ ଥଟ୍ଟା ମଜା କରନ୍ତି
Synonyms : ଥଟ୍ଟା କରିବା, ପରିହାସ କରିବା, ମଜା କରିବା
Translation in other languages :
मन बहलानेवाली बात या काम करना।
वह अपने सहपाठी के साथ मज़ाक कर रहा है।