Meaning : କେତେକ ଦେଶର କ୍ଷେତ୍ରୀୟ ଓ ପ୍ରଶାସନିକ ବିଭାଗ
Example :
ସେ ଫ୍ରାନ୍ସର ବିଭାଗ ବିଷୟରେ କହୁଥିଲେ
Synonyms : ଡିପାର୍ଟମେଂଟ, ଡିପାର୍ଟମେଣ୍ଟ
Translation in other languages :
कुछ देशों का क्षेत्रीय और प्रशासनिक विभाग।
वह फ्रांस के विभाग के बारे में बता रहा है।The territorial and administrative division of some countries (such as France).
departmentMeaning : କିଛି ସାମାନ୍ୟ କର୍ମରେ ମିଶିବା ବା ମିଳିତ ହୋଇକିଛି କାମକରିବା ଅବା ମିଳିତ ସହଯୋଗରେ ବ୍ୟକ୍ତି ବା ସମୂହ
Example :
ଏହି ବିଦ୍ୟାଳୟର ପ୍ରଶାସନିକ ବିଭାଗ ପ୍ରତ୍ୟେକ ସପ୍ତାହରେ ସଭା କରିଥାନ୍ତି
Translation in other languages :
व्यक्तियों का वह समूह जो कुछ सामान्य कर्म से जुड़ा हो या एक साथ कोई काम करता हो और एक इकाई के रूप में माना जाता हो।
इस विद्यालय के प्रशासनिक निकाय की हर हप्ते एक संगोष्ठी होती है।A group of persons associated by some common tie or occupation and regarded as an entity.
The whole body filed out of the auditorium.Meaning : ସୁବିଧା ବା ସୁବ୍ୟବସ୍ଥାପାଇଁ କାର୍ଯ୍ୟର ଅଲଗା ହୋଇଥିବା କ୍ଷେତ୍ର
Example :
ଆପଣ ଆଇ.ଆଇ.ଟିର କେଉଁ ବିଭାଗରେ କାମ କରୁଛନ୍ତି
Translation in other languages :
A specialized division of a large organization.
You'll find it in the hardware department.Meaning : କୌଣସି ସଂଖ୍ୟାକୁ ଦ୍ୱିତୀୟ ସଂଖ୍ୟା ଦ୍ୱାରା ଭାଗ କରିବା କାମ
Example :
ଆଜି ଶ୍ରେଣୀରେ ଗଣିତର ଭାଗକ୍ରିୟା ଶିଖାଯିବ
Synonyms : ବିଭାଜନ, ଭାଗ, ଭାଗ କାର୍ଯ୍ୟ, ଭାଗକର୍ମ, ଭାଗକ୍ରିୟା, ହରଣ, ହରିବା, ହରିବା କାମ, ହରିବା କାର୍ଯ୍ୟ
Translation in other languages :
An arithmetic operation that is the inverse of multiplication. The quotient of two numbers is computed.
divisionMeaning : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ
Example :
ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ
Synonyms : ଅଂଶ, ଖଣ୍ଡ, ଖଣ୍ଡିତାଂଶ, ଚରଣ, ପାଦ, ଭାଗ
Translation in other languages :
Something determined in relation to something that includes it.
He wanted to feel a part of something bigger than himself.Meaning : କୌଣସି ବିଦ୍ୟାଳୟରେ ଶିକ୍ଷକ ଏବଂ ପ୍ରଶାସନିକ କାର୍ଯ୍ୟକୁ ଦେଖାରଖା କରୁଥିବା କର୍ମଚାରୀ ଓ ଅଧିକାରୀଙ୍କ ସମୂହ
Example :
ଆଜି ଆମରି ବିଦ୍ୟାଳୟରେ ବିଭାଗର ଗୋଟିଏ ସଭା ହେବ
Synonyms : ଫ୍ୟାକଲଟି
Translation in other languages :
Meaning : କାର୍ଯ୍ୟର ସୁବିଧା ବା ପ୍ରବନ୍ଧ ନିମନ୍ତେ ସ୍ବତନ୍ତ୍ର ଭାବେ ଗଠିତ ପ୍ରଶାସନିକ ବିଭାଗ
Example :
ରମଣ ଗଣିତ ବିଭାଗରେ କାର୍ଯ୍ୟରତ
Translation in other languages :
An administrative unit in government or business.
divisionMeaning : କୌଣସି ବିଷୟ ବା ସିଦ୍ଧାନ୍ତ ସମ୍ପର୍କରେ ଏକ ବିଚାର ବା ମତ ଦେଉଥିବା ଲୋକମାନଙ୍କ ବର୍ଗ
Example :
ଜୈନଧର୍ମ ଅନ୍ତର୍ଗତ ଦୁଇଟି ଶାଖା ଦିଗମ୍ବର ଏବଂ ଶ୍ୱେତାମ୍ବର ନାମରେ ପରିଚିତ
Translation in other languages :