Meaning : କୌଣସି ନୂଆ, ବିଲକ୍ଷଣ ବା ଅସାଧାରଣ କଥାକୁ ଦେଖିବା, ଶୁଣିବା ବା ଧ୍ୟାନରେ ଆଣିବାଦ୍ୱାରା ଉତ୍ପନ୍ନ ହେଉଥିବା ମନର ଏକ ପ୍ରକାରଭାବ
Example :
ହଠାତ୍ ମୋତେ ଦେଖି ତାକୁ ଆଶ୍ଚର୍ଯ୍ୟ ଲାଗିଲା
Synonyms : ଅଦ୍ଭୁତ, ଅସମ୍ଭବ, ଆଶ୍ଚର୍ଯ୍ୟ, ତାଜୁବ୍
Translation in other languages :
मन का वह भाव जो किसी नई, विलक्षण या असाधारण बात को देखने, सुनने या ध्यान में आने से उत्पन्न होता है।
आश्चर्य की बात यह है कि इतनी बड़ी ख़बर सुनकर भी उन्होनें कोई प्रतिक्रिया नहीं की।The astonishment you feel when something totally unexpected happens to you.
surpriseMeaning : କୌଣସି ଏଭଳି ଆଶ୍ଚର୍ଯ୍ୟଜନକ ବା ଅଦ୍ଭୁତ କାମ ବା ବିଷୟ ଯାହା ସାଧାରଣତଃ ଦେଖିହୁଏ ନାହିଁ ଏବଂ ଅଲୌକିକ ଏବଂ ଅସମ୍ଭବ ମନେହୁଏ
Example :
ପାଗଳ ବ୍ୟକ୍ତିକୁ ଠିକ୍କରି ସିଦ୍ଧ ମହାତ୍ମା ଚମତ୍କାର କରିଦେଲେ
Synonyms : ଅଦ୍ଭୁତ କାମ, ଆଶ୍ଚର୍ଯ୍ୟ, କମାଲ୍, ଚମତ୍କାର
Translation in other languages :
Any amazing or wonderful occurrence.
miracleMeaning : ଆଶ୍ଚର୍ଯ୍ୟ ଉତ୍ପନ୍ନ କରୁଥିବା ବସ୍ତୁ
Example :
ତାଜମହଲ୍ ପୃଥିବୀର ସାତୋଟି ଆଶ୍ଚର୍ଯ୍ୟ ମଧ୍ୟରୁ ଗୋଟିଏ
Translation in other languages :