Meaning : ସୌର ଜ୍ୟୋତିଷାନୁସାରେ ଯେଉଁ ବ୍ୟକ୍ତିର ଜନ୍ମ ସୂର୍ଯ୍ୟ ବୃଷରାଶିରେ ଥିବାବେଳେ ହୋଇଛି ଏବଂ ଚାନ୍ଦ୍ର ଜ୍ୟୋତିଷାନୁସାରେ ଯେଉଁ ବ୍ୟକ୍ତିର ଜନ୍ମ ଚନ୍ଦ୍ର ବୃଷରାଶିରେ ଥିବାବେଳେ ହୋଇଛି
Example :
ବୃଷରାଶିମାନଙ୍କ ପାଇଁ ଏହି ବର୍ଷ ଅତ୍ୟଧିକ ଫଳଦାୟକ
Synonyms : ବୃଷଭ, ବୃଷଭରାଶି, ବୃଷରାଶିର
Translation in other languages :
सौर ज्योतिषानुसार वह व्यक्ति जिसका जन्म तब हुआ हो जब सूर्य वृषराशि में हो।
वृषराशिवालों के लिए यह वर्ष अत्यधिक फलदायी है।Meaning : ଦ୍ୱାଦଶ ରାଶିମାନଙ୍କ ମଧ୍ୟରୁ ଦ୍ୱିତୀୟ ରାଶି ଯେଉଁଥିରେ ଶହେ ଏକାଚାଳିଶ ତାରା ଅଛନ୍ତି ଏବଂ କୃତ୍ତିକାର ଶେଷ ତିନିପାଦ, ସମ୍ପୂର୍ଣ୍ଣ ରୋହିଣୀ, ଏବଂ ମୃଗଶିରାର ପ୍ରଥମ ଦୁଇପାଦ ଅଛନ୍ତି
Example :
ବୃଷରାଶିର ଚିହ୍ନ ବଳଦ
Synonyms : ବୃଷ, ବୃଷଭ, ବୃଷଭ ରାଶି
Translation in other languages :
The second sign of the zodiac. The sun is in this sign from about April 20 to May 20.
bull, taurus, taurus the bull