Meaning : କାନ୍ଥ,ଘର ଆଦି ଅନ୍ୟ କାହାଦ୍ୱାରା ଭଙ୍ଗାଇବା ବା ଧ୍ୱସ୍ତ କରାଇବା
Example :
ଠିକାଦାର ବଡ଼ ଅଟ୍ଟାଳିକା ଗଢ଼ିବାପାଇଁ ଗରିବମାନଙ୍କର ଘରକୁ ଭଙ୍ଗାଇଦେଲା
Synonyms : ଧ୍ୱଂସ କରାଇବା, ଧ୍ୱସ୍ତ କରାଇବା, ନଷ୍ଟ କରାଇବା, ଭଙ୍ଗାଇବା
Translation in other languages :