Meaning : ଉତ୍କୃଷ୍ଟ ବା ବହୁମୂଲ୍ୟ ବସ୍ତୁଗୁଡ଼ିକର ସଂଗ୍ରହ
Example :
ତା ପାଖରେ ପୁରୁଣା ଗହଣା, ମୁଦ୍ରା ଆଦିର ଭଣ୍ଡାର ରହିଛି
Synonyms : କୋଷ
Translation in other languages :
Meaning : କୌଣସି ବିଷୟରେ ଜ୍ଞାନ ବା ଗୁଣ ଆଦିର ବହୁତ ବଡ଼ ଗନ୍ତାଘର
Example :
ସନ୍ଥ କବୀର ଜ୍ଞାନର ଭଣ୍ଡାର ଥିଲେ
Translation in other languages :
Meaning : ଯେଉଁ ସ୍ଥାନରେ କୋଷ ବା ବହୁତ ଧନ ରହିଥାଏ
Example :
ଡକାୟତମାନେ ଭଣ୍ଡାରରେ ରଖାଯାଇଥିବା ସବୁ ଧନ ଚୋରେଇନେଲେ
Translation in other languages :
A storehouse for treasures.
treasure house