Meaning : ଯାହା ପୂରାପୂରି ପୂର୍ଣ୍ଣ ବା ଭରାହୋଇଛି କିମ୍ବା ଯେଉଁଥିରେ କିଛି କମ୍ ନାହିଁ
Example :
ଲାଲାଜୀଙ୍କ ଘର ଧନଧାନ୍ୟରେ ପୂର୍ଣ୍ଣ ସେଠଜୀଙ୍କ ଜନ୍ମ ଧନ-ଧାନ୍ୟ ପରିପୂର୍ଣ୍ଣ ଘରେ ହୋଇଥିଲା
Synonyms : ପରିପୂରିତ, ପରିପୂର୍ଣ୍ଣ, ପୂର୍ଣ୍ଣ, ଭରପୂର
Translation in other languages :
Completed to perfection.
fulfilledMeaning : ଭୋଜନପାଇଁ ପ୍ରସ୍ତୁତ ବା ବ୍ୟବସ୍ଥିତ କରାଯାଇଥିବା, ବିଶେଷ କରି ଯାହା ଉପରେ ଖାଦ୍ୟ ପଦାର୍ଥ ସଜା ଯାଇଥାଏ
Example :
ଖାଇବାପାଇଁ ଲୋକମାନେ ଖାଦ୍ୟ ପଦାର୍ଥ ପୂର୍ଣ୍ଣ ଟେବୁଲ ଚାରିପଟେ ବସିଗଲେ
Synonyms : ପୂର୍ଣ୍ଣ
Translation in other languages :