Meaning : ଖାଲି ଆସନ,ପଦ ଆଦିରେ କାହାରିକୁ ବସାଇ ବା ନିଯୁକ୍ତ କରି ସ୍ଥାନ ପୂରଣ କରିବା
Example :
ମନ୍ତ୍ରୀ ମହୋଦୟ ସାରା ବିଭାଗ ନିଜ ଭାଇ-ବନ୍ଧୁମାନଙ୍କ ଦ୍ବାରା ଭରି ଦେଇଛନ୍ତି
Meaning : ଭଣ୍ଡାରରେ ରଖିବା
Example :
ସେ ଧାନକୁ କୋଠିରେ ଭରିଲେ
Synonyms : ଗଚ୍ଛିତ କରିବା, ରଖିବା
Translation in other languages :
Keep or lay aside for future use.
Store grain for the winter.Meaning : ଭରିବାକାମ ଅନ୍ୟ କାହାଦ୍ୱାରା କରାଇବା
Example :
କୃଷକ ତା ସ୍ତ୍ରୀଦ୍ୱାରା ମୁଣିରେ ଧାନ ପୂରାଉଛି
Synonyms : ପୂରାଇବା, ପୂର୍ଣ୍ଣକରିବା, ବୋଝେଇକରିବା, ଭର୍ତ୍ତିକରିବା
Translation in other languages :
Meaning : ଖାଲିସ୍ଥାନକୁ ପୂର୍ଣ୍ଣ କରିବାପାଇଁ ସେଥିରେ କିଛି ବସ୍ତୁଆଦି ରଖିବା
Example :
ଶ୍ରମିକଟି ରାସ୍ତାକଡ଼ର ଗାତଟିକୁ ଭରୁଛି
Synonyms : ପୂର୍ଣ୍ଣ କରିବା
Translation in other languages :
खाली जगह को पूर्ण करने के लिए उसमें कोई वस्तु आदि डालना।
मजदूर सड़क के किनारे का गड्ढा भर रहा है।