Meaning : କୌଣସି ବସ୍ତୁର କିଛି ଅଂଶ ଖଣ୍ଡିତ, ଭଗ୍ନ, ବା ଅଚଳ କରିବା
Example :
ବାଡ଼ିରେ ବାଡ଼େଇ ବାଡ଼େଇ ଗାଇଆଳ ଗାଇର ଗୋଡ଼ ଭାଙ୍ଗି ଦେଲା ବେଶି ବଦମାସି କଲେ ତମର ମୁଣ୍ଡ ଫଟେଇଦେବୁ
Synonyms : ଫଟେଇବା, ଭଗ୍ନ କରିବା
Translation in other languages :
Meaning : ଟଙ୍କାପଇସାଆଦି ବଦଳାଇବା
Example :
ଫଳବାଲା ପାଖରେ ପାଞ୍ଚଶହ ଟଙ୍କିଆ ନୋଟର ଖୁଚୁରା ନଥିଲା ଭାଙ୍ଗିଲାନାହିଁ
Synonyms : ଖୁଚୁରାନଥିବା, ବଦଳାଇବା, ଭଙ୍ଗାଇବା
Translation in other languages :
Meaning : କାନ୍ଥ, ଘର ଆଦିକୁ ଭାଙ୍ଗି ଖସେଇବା
Example :
ସୋହନ ନୂଆଘର ତିଆରି କରିବାପାଇଁ ପୁରୁଣା ଘରକୁ ଭାଙ୍ଗୁଛି
Translation in other languages :
Meaning : ଶରୀରର ଗଣ୍ଠି ବା ଉଦ୍ବେଗ ଯୋଗୁଁ ପୀଡ଼ା ଜାତ ହେବା(ବିଶେଷକରି ହାଡ଼ ଓ ଖଞ୍ଜାରେ )
Example :
ସର୍ଦ୍ଦି-ଥଣ୍ଡା, ଜରଆଦିରେ ଶରୀର ଦୁର୍ବଳହୁଏ
Synonyms : ଦୁର୍ବଳ
Translation in other languages :
Meaning : ଟଙ୍କା,ନୋଟ ଆଦିକୁ ଛୋଟ ମୁଦ୍ରା ବା ଟଙ୍କାରେ ପରିଣତ କରିବା
Example :
ହଜାର ଟଙ୍କିଆ ନୋଟଟି କେଉଁଠି ଭାଙ୍ଗିଲାନାହିଁ
Synonyms : ଖୁଚୁରାହେବା, ରେଜାହେବା
Translation in other languages :
Meaning : ଏକାଥରକେ ଅନେକ ପରିମାଣରେ ଆସିବା
Example :
ମହୁମାଛିମାନେ ଭାଙ୍ଗିଲେ ଆଉ ଲୋକମାନଙ୍କୁ ବିନ୍ଧିବାକୁ ଲାଗିଲେ ସିନେମାଘର ବାହାରେ ଭିଡ଼ ଭାଙ୍ଗୁଛି
Synonyms : ଉଛୁଳି ପଡ଼ିବା
Translation in other languages :