Subscribe
URL of the page has been copied to clipboard.
Meaning : ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ
Example : ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ
Synonyms : ଅଭିପ୍ରାୟ, ଅର୍ଥ, ତାତ୍ପର୍ଯ୍ୟ, ଭାବ
Translation in other languages :हिन्दी English
वह संकल्पना जो किसी शब्द, पद या वाक्य आदि से निकलता है और जिसका बोध कराने के लिए वह शब्द या पद लोक में प्रचलित होता है।
The idea that is intended.
Install App