Meaning : ଦୁଇଟି ବା କେତୋଟି ବସ୍ତୁର ଅଂଶକୁ ସିଲେଇକରି,ମିଳାଇ, ଲଗାଇ ବା ଅନ୍ୟ ଉପାୟଦ୍ୱାରା ଗୋଟିଏ କରିବା
Example :
ବଢ଼େଇ ଟେବୁଲ୍ର ଭାଙ୍ଗିଯାଇଥିବା ଗୋଡ଼କୁ ଜୋଡ଼ୁଛି
Translation in other languages :
Meaning : ଗୋଟିଏ ବସ୍ତୁରେ ଅନ୍ୟବସ୍ତୁ ବା ବସ୍ତୁଗୁଡ଼ିକ ମିଶାଇ ସବୁ ଏକାଠି କରିବା
Example :
ଗୋଲାପି ରଙ୍ଗ ତିଆରି କରିବାପାଇଁ ସେ ଲାଲ୍ ଓ ଧଳା ରଙ୍ଗ ମିଶାଇଲେ ଦୁଧବାଲା ଦୁଧରେ ପାଣି ମିଶାଏ
Synonyms : ଏକତ୍ରିତକରିବା, ଏକାଠିକରିବା, ମିଳାଇବା, ମିଶ୍ରଣକରିବା
Translation in other languages :