Meaning : କୌଣସି ବ୍ୟକ୍ତି ବା ବସ୍ତୁର ଯତ୍ନ ନେବା
Example :
ମୋ ବୋହୂ ଏବେ ଚାକିରୀ ଛାଡ଼ି ଘର ଏବଂ ଛୁଆପିଲାଙ୍କୁ ସମ୍ଭାଳୁଛି
Synonyms : ଦାୟିତ୍ୱନେବା, ଦେଖିବା, ସମ୍ଭାଳିବା
Translation in other languages :
किसी व्यक्ति या वस्तु आदि का ध्यान रखना।
मेरी बहू अब नौकरी छोड़कर बच्चों तथा घर को सँभालती है।