Meaning : କୌଣସି କାର୍ଯ୍ୟ ଠିକ୍ରେ ଚାଲୁଛି ନା ନାହିଁ ଦେଖିବା
Example :
ଆମର କାମକୁ ଜଣେ ଭାଷାବିଜ୍ଞାନୀ ଯାଞ୍ଚ କରିବେ
Synonyms : ତଦାରଖ କରିବା, ପରଖିବା
Translation in other languages :
Examine carefully for accuracy with the intent of verification.
Audit accounts and tax returns.Meaning : କୌଣସି ବିଷୟର ଠିକ୍ ଭୁଲ୍ ନିର୍ଣ୍ଣୟ କରିବା
Example :
ବୈଜ୍ଞାନିକମାନେ ବ୍ଲାକ୍ ହୋଲର ସତ୍ୟତା ଉପରେ ଯାଞ୍ଚ କରୁଛନ୍ତି
Synonyms : ପରୀକ୍ଷାନିରୀକ୍ଷା କରିବା
Translation in other languages :
Meaning : ଚିକିତ୍ସକଙ୍କର ଜଣେ ବ୍ୟକ୍ତିର ରୋଗ ବା ତାର କାରଣ ନିର୍ଣ୍ଣୟ କରିବା
Example :
ଚିକିତ୍ସକ ଶୋଇଥିବା ରୋଗୀକୁ ପରୀକ୍ଷା କରୁଛନ୍ତି
Synonyms : ପରୀକ୍ଷା କରିବା
Translation in other languages :
Meaning : କୌଣସି ଘଟଣା ବା ବିଷୟର ମୂଳ କାରଣ ବା ରହସ୍ୟର ପତ୍ତା ଲଗାଇବା
Example :
ପୁଲିସ୍ ତଥ୍ୟର ଅନୁସାନ୍ଧନ କରୁଛି
Synonyms : ଅନୁସାନ୍ଧନ କରିବା, ଅନ୍ବେଷଣ କରିବା
Translation in other languages :
किसी घटना या विषय के मूल कारणों या रहस्यों का पता लगाना।
पुलिस तथ्यों की छानबीन कर रही है।Conduct an inquiry or investigation of.
The district attorney's office investigated reports of possible irregularities.Meaning : କୌଣସି ରୋଗର କାରଣ ଜାଣିବା ପାଇଁ କୌଣସି ଶାରିରୀକ ଦ୍ରବ୍ୟକୁ କୌଣସି ଯନ୍ତ୍ର ବା ରାସାୟନିକ ପ୍ରକ୍ରିୟା ଦ୍ୱାରା ଅବଲୋକନ କରିବା
Example :
ଚିକିତ୍ସକ ପ୍ରୟୋଗଶାଳାରେ ରକ୍ତ ପରୀକ୍ଷା କରୁଛନ୍ତି
Synonyms : ପରୀକ୍ଷା କରିବା
Translation in other languages :