Meaning : ସାହିତ୍ୟର କଥା ସାହିତ୍ୟ, କାବ୍ୟ, ନାଟକଆଦିରେ ରହିଥିବା ତତ୍ତ୍ୱ ଯାହା ଅନୁରାଗ, କରୁଣା, କ୍ରୋଧ,ରତିଆଦି ମନୋଭାବକୁ ଜାଗ୍ରତ, ପ୍ରବଳ ତଥା ସକ୍ରିୟ କରେ
Example :
ରସର ସଂଖ୍ୟା ନଅ ବୋଲି ଗଣା ଯାଇଥାଏ
Translation in other languages :
साहित्य में कथानकों, काव्यों, नाटकों आदि में रहने वाला वह तत्व जो अनुराग, करुणा, क्रोध, रति आदि मनोभावों को जागृत, प्रबल तथा सक्रिय करता है।
रस की संख्या नौ मानी गई है।Meaning : କୌଣସି ପଦାର୍ଥର ସାର ବା ତତ୍ତ୍ୱ
Example :
ରସ ବିଭିନ୍ନ ପ୍ରକାରର ହୋଇଥାଏ
Translation in other languages :
Any substance possessing to a high degree the predominant properties of a plant or drug or other natural product from which it is extracted.
essenceMeaning : ବୈଦ୍ୟଶାସ୍ତ୍ର ଅନୁସାରେ ଶରୀରର ସାତ ଧାତୁ ମଧ୍ୟରୁ ପ୍ରଥମ ଧାତୁ
Example :
ଶରୀରରେ ଥିବା ଜଳୀୟଅଂଶ ରସର ଅନ୍ତର୍ଗତ
Translation in other languages :
Meaning : ଗଛ ପତ୍ର ଅଥବା ଫୁଲ ପତ୍ରରେ ରହିଥିବା ତରଳ ପଦାର୍ଥ ଯାହା ଛେଚିଲେ ଓ ମକଚିଲେ ସେଥିରୁ ବାହାରେ
Example :
ନିମ୍ବ ରସ ପିଇଲେ ତଥା ଲଗାଇଲେ ଚର୍ମ ରୋଗ ଭଲ ହୁଏ
Translation in other languages :
Meaning : ଗଛଲତାର ପତ୍ର, ଡେମ୍ଫ ଛିଣ୍ଡାଇଲେ ସେଥିରୁ ବାହାରୁଥିବା ଧଳା ରସ
Example :
ଛିଣ୍ଡାଯାଇଥିବା ପତ୍ରଗୁଡ଼ିକରୁ କ୍ଷୀର ବାହାରୁଥିଲା
Synonyms : କ୍ଷୀର, ଖିର, ବୃକ୍ଷର ନିର୍ଯାସ
Translation in other languages :
A milky exudate from certain plants that coagulates on exposure to air.
latex