Meaning : ମାଟି, ବାଲିଆଦିର ବହୁତ ସୂକ୍ଷ୍ମ ଚୂର୍ଣ୍ଣ ଯାହା ପ୍ରାୟତଃ ପୃଥିବୀର ଉପରି ଭାଗରେ ମିଳେ
Example :
ଛୁଆମାନେ ଜଣେ ଅନ୍ୟର ଉପରକୁ ଧୂଳି ପକାଉଛନ୍ତି
Translation in other languages :
Fine powdery material such as dry earth or pollen that can be blown about in the air.
The furniture was covered with dust.