Meaning : ହରିଣର ଚାରିଗୋଡ଼ରେ ଡେଇଁଡେଇଁ ଦୌଡ଼ିବା
Example :
ଜଙ୍ଗଲରେ ହରିଣମାନେ ଡିଆଁଡେଇଁ କରୁଥିଲେ
Synonyms : କୁଦାମାରିବା, ଡିଆଁଡେଇଁ କରିବା
Translation in other languages :
हिरन का दौड़ना जिसमें वह चारों पैर फेंकता है।
जंगल में हिरन चौकड़ी भर रहे थे।Meaning : ଏକ ସ୍ଥାନରୁ ଡେଇଁ ଅନ୍ୟ ସ୍ଥାନରେ ପହଞ୍ଚିବା
Example :
ରାସ୍ତାର ନଳା ପାରିହେବାପାଇଁ ସେ ଡେଇଁଲା
Synonyms : କୁଦା ମାରିବା, କୁଦିବା, ଡେଇଁବା