Meaning : ଏପରି ଜ୍ଞାନ ଯେଉଁଥିରେ ସମ୍ପୂର୍ଣ୍ଣ ନିଶ୍ଚିତତା ନାହିଁ
Example :
ମୋର ତାଙ୍କ କଥାର ସତ୍ୟତା ଉପରେ ସନ୍ଦେହ ରହିଛି
Synonyms : ଅଭିଶଂକା, ଦ୍ୱିଧା, ସନ୍ଦେହ
Translation in other languages :
The state of being unsure of something.
doubt, doubtfulness, dubiety, dubiousness, incertitude, uncertainty