Meaning : ଯେଉଁଥିରେ କିଛି ମିଶି ନାହିଁ ବା ଏକଦମ୍ ଭଲ
Example :
ଆଜିକାଲି ବଜାରରେ ଖାଣ୍ଟି ଜିନିଷ ମିଳିବା ମୁସ୍କିଲ୍
Synonyms : ଅବିମିଶ୍ରିତ, ଅମିଶ୍ରିତ, ଅସଲି, ଖାଣ୍ଟି, ବିଶୁଦ୍ଧ, ବଢ଼ିଆ
Translation in other languages :
Free of extraneous elements of any kind.
Pure air and water.Meaning : ଯାହା ପରିଶୋଧିତ ବା ଯାହାକୁ ପରିଶୁଦ୍ଧ କରାଯାଇଛି
Example :
ଏହା ଶୁଦ୍ଧ ସୁବର୍ଣ୍ଣର ବିସ୍କୁଟ
Synonyms : ଅମିଶା, ଅସଲି, ଖାଣ୍ଟି, ଖାଦହୀନ, ବିଶୁଦ୍ଧ, ଭଲ
Translation in other languages :
Free of extraneous elements of any kind.
Pure air and water.Meaning : ଯେଉଁଥିରେ କୌଣସି ପ୍ରକାରର ମଳି ବା ଦୋଷ ନାହିଁ
Example :
ନିର୍ମଳ ମନରେ ପ୍ରଭୁଙ୍କୁ ମନେପକାଅ
Synonyms : ଅନାବିଳ, ଅମ୍ଳାନ, ନିର୍ମଳ, ପବିତ୍ର, ବିମଳ, ବିଶୁଦ୍ଧ, ସଫା, ସଫାସୁତରା, ସୁତରା, ସ୍ୱଚ୍ଛ
Translation in other languages :
जिसमें किसी प्रकार का मल या दोष न हो।
वातावरण शुद्ध होना चाहिए।