Meaning : ଖାଲି ବା ରିକ୍ତ ସ୍ଥାନ
Example :
ସେ ଶୂନ୍ୟରେ ଘୁରୁଥିଲା
Synonyms : ଆକାଶ
Translation in other languages :
Meaning : ଖୋଲା ଜାଗାରେ ଉପରଆଡ଼କୁ ଦେଖାଯାଉଥିବା ଖାଲି ସ୍ଥାନ
Example :
ଆକାଶରେ କଳା ବାଦଲ ଘେରି ରହିଛି ଚାନ୍ଦିନୀ ରାତିରେ ଆକାଶର ଶୋଭା ଦେଖିବାଯୋଗ୍ୟ
Synonyms : ଅମ୍ବର, ଆକାଶ, ଖଗୋଳ, ଗଗନ, ଦ୍ୟୋ, ନଭ, ବ୍ୟୋମ, ମହାଶୂନ୍ୟ
Translation in other languages :
खुले स्थान में ऊपर की ओर दिखाई देने वाला खाली स्थान।
आकाश में काले बादल छाये हुए हैं।The atmosphere and outer space as viewed from the earth.
skyMeaning : ଗଣିତର ଯେଉଁ ସଂଖ୍ୟାକୁ ଯେ କୌଣସି ସଂଖ୍ୟାରେ ଯୋଗକଲେ ବା ବିୟୋଗ କଲେ ସେହି ସଂଖ୍ୟାର ମୂଲ୍ୟ ବଦଳେ ନାହିଁ
Example :
ଏକ ଆଗରେ ଶୂନ ଲେଖିଲେ ଦଶ ହୁଏ
Synonyms : ଶୂନ
Translation in other languages :
गणित की वह संख्या जिसे किसी संख्या में जोड़ने या घटाने पर उस संख्या का मान नहीं बदलता।
एक के आगे शून्य लिखने पर दस बनता है।Meaning : କ୍ରିକେଟ୍ ଖେଳରେ ଜଣେ ବ୍ୟାଟ୍ସ୍ ମ୍ୟାନ୍ କୌଣସି ରନ୍ ନକରି ପାଇଥିବା ସ୍କୋର୍
Example :
ଏହି ଇନିଂସରେ ତାକୁ ଶୂନ୍ୟ ରନ୍ ମିଳିଲା
Synonyms : ଡକ୍
Translation in other languages :
Meaning : କୌଣସି ବସ୍ତୁ,ଗୁଣ ଆଦିରେ ଶୂନ୍ୟ ବା ହୀନ
Example :
ବର୍ଷା ଅଭାବରୁ ଏହି ପୋଖରୀ ଜଳ ବିହୀନ ହୋଇଯାଇଛି
Translation in other languages :
Meaning : ଯାହାର ଭିତର ସ୍ଥାନ ଶୂନ୍ୟ ବା ଭର୍ତ୍ତି ହୋଇନାହିଁ
Example :
ଭିଖାରୀର ଖାଲିପାତ୍ରରେ ବାଟୋଇ କିଛି ପଇସା ପକେଇ ଦେଲେ
Translation in other languages :
Holding or containing nothing.
An empty glass.