Meaning : ବଳଶାଳୀ ପୁରୁଷ ଯେ ସାହସପୂର୍ଣ୍ଣ ତଥା ବୀରତାପୂର୍ଣ୍ଣ କାର୍ଯ୍ୟ କରେ
Example :
ସୋହରାବ ଓ ରୁସ୍ତମ ଦୁଇ ବୀର ପରସ୍ପର ମଧ୍ୟରେ ଲଢ଼ିଥିଲେ
Synonyms : ବଳବାନ୍, ବୀର, ଯୋଦ୍ଧା
Translation in other languages :
A man distinguished by exceptional courage and nobility and strength.
RAF pilots were the heroes of the Battle of Britain.