Meaning : ମିଳନର କ୍ରିୟା ବା ଭାବ
Example :
ନାଟକ ଶେଷରେ ନାୟକ ଓ ନାୟିକାଙ୍କ ମିଳନ ହେଲା
Translation in other languages :
Meaning : ଦୁଇ ବା କେତେକ କଥାର ହଠାତ୍ ଏକାସଙ୍ଗରେ ମିଳିଯିବା କ୍ରିୟା
Example :
ଏହା କିଭଳି ସଂଯୋଗ ଯେ ମୁଁ ଆପଣଙ୍କୁ ଭେଟିବାକୁ ଯାଉଥିଲି ଆଉ ଆପଣ ଏଠାକୁ ଆସିଗଲେ
Translation in other languages :
The temporal property of two things happening at the same time.
The interval determining the coincidence gate is adjustable.Meaning : ଯାହା ମାନବକୃତି ପ୍ରଣାଳୀକୁ ଯୋଡିଥାଏ
Example :
ସେ ଆଜି ପର୍ଯ୍ୟନ୍ତ ବିଜୁଳୀ ସଂଯୋଗ କରିନାହିଁ
Synonyms : ସଞ୍ଜୋଗ
Translation in other languages :
An instrumentality that connects.
He soldered the connection.Meaning : ଏକରୁ ଅଧିକ ବସ୍ତୁ ଏକାଠି ମିଶିବାର ପ୍ରକ୍ରିୟା
Example :
ଅମ୍ଳ ଓ କ୍ଷାରର ସଂଯୋଗରେ ଲବଣ ସୃଷ୍ଟି ହୁଏ
Translation in other languages :