Meaning : କାହା ପାଇଁ ଜାଗା ସୁରକ୍ଷିତ କରିବା
Example :
ନାଟକ ଦେଖିବା ନିମନ୍ତେ ସେ ମୋ ପାଇଁ ସିଟ ସଂରକ୍ଷଣ କଲେ
Synonyms : ଆରକ୍ଷଣ କରିବା
Translation in other languages :
Meaning : ଫଳଆଦି ସଢିବା ବା ଖରାପ ହେବାରୁ ରକ୍ଷାକରିବା
Example :
ଫଳଆଦିକୁ ଥଣ୍ଡା ଘରେ ସଂରକ୍ଷିତକରି ରଖନ୍ତୁ
Synonyms : ସଂରକ୍ଷିତକରି ରଖିବା, ସୁରକ୍ଷିତକରି ରଖିବା