Meaning : ସରୀସୃପ ଜାତିର ପେଟେଇକି ଚାଲୁଥିବା ଏକ ପତଳା ଓ ଲମ୍ବା ଜୀବ ଯାହା ବହୁଜାତୀୟ
Example :
ଆଇ.ଆଇ.ଟି ବମ୍ବେରେ ବହୁ ବିଷାକ୍ତ ସାପ ବୁଲୁଥିବାର ଦେଖାଯାଏ
Synonyms : ଅହି, ଫଣୀ, ବିଷଧର, ସାପ
Translation in other languages :
सरीसृप वर्ग का एक रेंगने वाला पतला और लंबा जीव जिसकी कई जातियाँ पायी जाती हैं।
प्रायः आई आई टी बॉम्बे में कई तरह के ज़हरीले साँप रेंगते हुए देखे जा सकते हैं।Meaning : ସର୍ପ ପରି ହୋଇଥିବା କଦ୍ରୁଙ୍କ ଠାରୁ ଉତ୍ପନ୍ନ କଶ୍ୟପଙ୍କ ବଂଶଜ ଯାହାଙ୍କ ନିବାସ ପାତାଳରେ ଥିବା ବିଶ୍ୱାସ କରାଯାଏ
Example :
ନାଗମାନଙ୍କର ଆଠଟି କୁଳ ରହିଛି ବୋଲି ବିଶ୍ୱାସ କରାଯାଏ
Synonyms : କଦ୍ରୁଜ, ନାଗ, ଭୁଜଙ୍ଗ
Translation in other languages :
An imaginary being of myth or fable.
mythical being