Meaning : ଷୋହଳ ମଷାର ଏକ ମାପ
Example :
ଏବେ ସୁବର୍ଣ୍ଣର ପ୍ରଚଳନ ସମାପ୍ତ ହୋଇଗଲାଣି
Translation in other languages :
Meaning : ଦଶ ମଷାର ଏକ ପୁରୁଣା ସ୍ୱର୍ଣ୍ଣମୁଦ୍ରା
Example :
ଏବେ କେତେକ ସଂଗ୍ରହାଳୟରେ ହିଁ ସୁବର୍ଣ୍ଣ ଦେଖିବାକୁ ମିଳେ
Translation in other languages :
Meaning : ଏକ ବହୁମୂଲ୍ୟ ହଳଦିଆ ଧାତୁ ଯେଉଁଥିରୁ ଗହଣାଆଦି ତିଆରି ହୁଏ
Example :
ଆଜିକାଲି ସୁନାର ମୂଲ୍ୟ ଆକାଶ ଛୁଇଁଲାଣି ଚୈତନ୍ୟ ମହାପୁରୁଷଙ୍କ ଶରୀରରୁ ସୁନା ଭଳି ଆଭା ବାହାରୁଥିଲା
Synonyms : କନକ, କାଞ୍ଚନ, ସୁନା, ହାଟକ, ହେମ
Translation in other languages :
एक बहुमूल्य पीली धातु जिसके गहने आदि बनते हैं।
आजकल सोने का भाव आसमान छू रहा है।Meaning : ସୁଖ ସମୃଦ୍ଧି,ଶାନ୍ତି ଆଦିସହ ଯୁକ୍ତ
Example :
ଗୁପ୍ତ କାଳକୁ ଐତିହାସିକମାନେ ସୁବର୍ଣ୍ଣଯୁଗ ବୋଲି କହିଛନ୍ତି ଏଭଳି ସୁବର୍ଣ୍ଣ ଅବସର ପୁଣି କେବେ ଆସିବ?
Synonyms : ସ୍ୱର୍ଣ୍ଣ, ସ୍ୱର୍ଣ୍ଣିମ
Translation in other languages :
Marked by peace and prosperity.
A golden era.