Meaning : ବହୁତ ଲୋକଙ୍କ ସାମନାରେ କୌଣସି ବିଷୟର ସବିସ୍ତୃତ କଥନ
Example :
ଗାନ୍ଧିଜୀଙ୍କ ଭାଷଣ ଶୁଣିବା ନିମନ୍ତେ ଦୂର ଦୂରାନ୍ତରରୁ ଲୋକ ଆସୁଥିଲେ
Translation in other languages :
A speech that is open to the public.
He attended a lecture on telecommunications.