Meaning : ଭୁଲି ଯାଇଥିବା କଥା ପୁଣି ମନେ ପଡ଼ିଯିବାର ପ୍ରକ୍ରିୟା
Example :
ପିଲାଦିନେ ଶିକ୍ଷକଙ୍କଦ୍ୱାରା ଖାଇଥିବା ମାଡ଼ର ସ୍ମରଣ ହେଲା ମାତ୍ରେ ଉମେଶର ଦେହ ଶିତେଇଗଲା
Synonyms : ଅନୁସ୍ମରଣ
Translation in other languages :
भूली हुई बात फिर से याद आ जाने की क्रिया।
बचपन में शिक्षक द्वारा पड़ी मार का अनुस्मरण आते ही उमेश सहम गया।The process of remembering (especially the process of recovering information by mental effort).
He has total recall of the episode.Meaning : ନଅ ପ୍ରକାରର ଭକ୍ତିସମୂହ ମଧ୍ୟରୁ ସେହି ଭକ୍ତି ଯେଉଁଥିରେ ଉପାସକ ନିଜ ଦେବତାଙ୍କୁ ସବୁବେଳେ ମନେପକାଏ
Example :
କିଛି ଭକ୍ତ କାମ କରୁଥିଲେବି ପ୍ରଭୁଙ୍କୁ ସ୍ମରଣ କରୁଥାନ୍ତି
Synonyms : ସ୍ମରଣ ଭକ୍ତି
Translation in other languages :
(Hinduism) loving devotion to a deity leading to salvation and nirvana. Open to all persons independent of caste or sex.
bhaktiMeaning : କିଛି ଦେଖା,ଶୁଣା ବା ଅନୁଭବର କଥା ମନେ ରହିବା ବା ତାକୁ ପୁଣି ମନେ ପକାଇବା କ୍ରିୟା ବା ଭାବ
Example :
ମୁ ଆପଣଙ୍କୁ ପ୍ରଥମେ କେଉଁଠି ଦେଖିଥିଲି ତାହା ମୋର ସ୍ମରଣ ହେଉନାହିଁ
Synonyms : ସ୍ମୃତି
Translation in other languages :
The cognitive processes whereby past experience is remembered.
He can do it from memory.