Meaning : ଯାହାକୁ ସହମତି ମିଳିଛି ବା ଯାହା ସ୍ୱୀକାର କରାଯାଇଛି
Example :
ସରକାରଙ୍କଦ୍ୱାରା ସ୍ୱୀକୃତ ଏହି ପରିଯୋଜନା ଅତିଶୀଘ୍ର ଆରମ୍ଭ ହେବ
Synonyms : ମଞ୍ଜୁର, ସହମତି ପ୍ରାପ୍ତ, ସ୍ୱୀକୃତ
Translation in other languages :
जिसे आधिकारिक रूप से मान्यता मिली हो या जिसे स्वीकार कर लिया गया हो।
ये सब मान्यताप्राप्त शिक्षण संस्थाएँ हैं।Generally approved or compelling recognition.
Several accepted techniques for treating the condition.