ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଟଙ୍କା,ନୋଟ ଆଦିକୁ ଛୋଟ ମୁଦ୍ରା ବା ଟଙ୍କାରେ ପରିଣତ କରିବା
ଉଦାହରଣ : ରିକ୍ସାବାଲାକୁ ପଇସା ଦେବାପାଇଁ ସେ ପାଞ୍ଚଶହ ଟଙ୍କିଆ ନୋଟକୁ ଭଙ୍ଗାଇଲା
ସମକକ୍ଷ : ଭଙ୍ଗାଇବା, ରେଜାକରାଇବା
ଅନ୍ୟ ଭାଷାରେ ଅନୁବାଦ :हिन्दी
रुपए, नोट आदि को छोटे सिक्कों या रुपयों में परिणत करना।
ସଂସ୍ଥାପନ କରନ୍ତୁ